Luke 24:28 — Compare Translations

7 translations compared side by side

Odia - 1840
"ଯେଉଁ ଗାଁକୁ ସମାନଙ୍କେର ୟିବାକୁ ଥିଲା, ସମାନେେ ସେ ଗାଁକୁ ପାଖ ରେ ପହଞ୍ଚିଗଲେ। ଯୀଶୁ ସମାନଙ୍କେ ସହିତ ଏଭଳି ବ୍ଯବହାର କଲେ, ପ୍ରକୃତ ରେ ଯେପରି ତାହାଙ୍କର ଆଗକୁ ୟିବାକୁ ଦରକାର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ, ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଗ୍ରାମକୁ ଯାଉଥିଲେ, ତାହାର ନିକଟବର୍ତ୍ତୀ ହେବାବେଳେ ସେମାନେ ଦେଖିଲେ ଯେ ଯୀଶୁ ଆଗକୁ ଯିବାକୁ ଚାହୁଁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଗାଁକୁ ସେମାନଙ୍କର ଯିବାକୁ ଥିଲା, ସେମାନେ ସେ ଗାଁକୁ ପାଖରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କ ସହିତ ଏଭଳି ବ୍ୟବହାର କଲେ, ପ୍ରକୃତରେ ଯେପରି ତାହାଙ୍କର ଆଗକୁ ଯିବାକୁ ଦରକାର ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಾವ್ಲಾಗಲ್ಲ್ಯಾ ಗಾಂವಾಂಚ್ಯಾ ಜಗ್ಗೊಳ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ ಜೆಜುನ್ ಅಪ್ನಿ ಫಿಡೆ ಜಾತಲ್ಯಾ ಸರ್ಕೆ ಕರುನ್ ದಾಕ್ವುಲ್ಯಾನ್.