Luke 24:29 — Compare Translations

7 translations compared side by side

Odia - 1840
"କିନ୍ତୁ ସମାନେେ ବହୁତ ଆଗ୍ରହର ସହିତ ଯୀଶୁଙ୍କୁ ଅନୁରୋଧ କଲେ, ଆମ୍ଭ ସାଙ୍ଗ ରେ ରହିଯାଅ। ସନ୍ଧ୍ଯାକାଳ ହେଲାଣି ଦିନ ପ୍ରାୟ ସରିବା ଉପରେ। ତେଣୁ ଯୀଶୁ ସମାନଙ୍କେ ସହିତ ରହିବା ପାଇଁ ଘର ଭିତରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭ-ମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ତାଙ୍କୁ ଅଟକାଇ କହିଲେ, “ଦିନ ପ୍ରାୟ ଶେଷ ହେବା ଉପରେ। ଅନ୍ଧାର ହୋଇ ଆସୁଛି, ଆପଣ ଆମ ସହିତ ରହିଯା’ନ୍ତୁ।” ତେଣୁ ସେ ସେମାନଙ୍କ ସହିତ ରହିବା ପାଇଁ ଭିତରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ବହୁତ ଆଗ୍ରହର ସହିତ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭ ସାଙ୍ଗରେ ରହିଯାଅ। ସନ୍ଧ୍ୟାକାଳ ହେଲାଣି ଦିନ ପ୍ରାୟ ସରିବା ଉପରେ।” ତେଣୁ ଯୀଶୁ ସେମାନଙ୍କ ସହିତ ରହିବା ପାଇଁ ଘର ଭିତରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ತೆಕಾ ಬಲ್ವುಲ್ಯಾನಿ,ಅನಿ “ ಅತ್ತಾ ದಿಸ್ ಬುಡುಕ್ ಯೆಲೊ, ಅನಿ ಅತ್ತಾ ಮಟ್ಲ್ಯಾರ್ ಕಾಳೊಕ್ ಹೊತಾ, ಖೈ ಜಾತೆ,”ಯೆ, ಅನಿ ಅಮ್ಚ್ಯಾ ವಾಂಗ್ಡಾ ರ್‍ಹಾ ಮನುನ್ ಲೈ ಮಾಗ್ಲ್ಯಾನಿ. ತೊ ತೆಂಚ್ಯಾ ವಾಂಗ್ಡಾ ರ್‍ಹಾವ್‍ಸಾಟ್ನಿ ಮನುನ್ ತೆಂಚ್ಯಾ ವಾಂಗ್ಡಾ ಗೆಲೊ.