Luke 24:30 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେ ସହିତ ଖାଇବା ପାଇଁ ବସି ପଡିଲେ। ସେ ହାତ ରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ଯବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସମାନଙ୍କେୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୋଟୀ ଘେନି ଆଶୀର୍ବାଦ କଲେ, ପୁଣି ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ସହିତ ସେ ଭୋଜନରେ ବସିଲେ, ରୋଟୀ ନେଇ ଆଶୀର୍ବାଦ କଲେ ଓ ତାକୁ ଭାଙ୍ଗି ସେମାନଙ୍କୁ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କ ସହିତ ଖାଇବା ପାଇଁ ବସି ପଡ଼ିଲେ। ସେ ହାତରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ୟବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସେମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತೆಂಚ್ಯಾ ವಾಂಗ್ಡಾ ಜೆವ್ನಾಕ್ ಬಸ್ಲೊ, ಅನಿ ಭಾಕ್ರಿ ಘೆಟ್ಲ್ಯಾನ್, ಅನಿ ಧನ್ಯವಾದ್ ದಿವ್ನ್ ಮೊಡ್ಲ್ಯಾನ್, ಅನಿ ತೆಂಕಾ ದಿಲ್ಯಾನ್.