Luke 24:31 — Compare Translations
7 translations compared side by side
Odia - 1840
"ସହେି ସମୟରେ ସହେି ଦୁଇଜଣଙ୍କର ଚକ୍ଷୁ ଖାଲିଦେିଆଗଲା ଓ ସମାନେେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସମାନଙ୍କେ ସାମନାରୁ ଅଦୃଶ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ, ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେମାନଙ୍କ ଆଖି ଖୋଲିଗଲା ଓ ସେମାନେ ତାଙ୍କୁ ଚିହ୍ନି ପାରିଲେ, କିନ୍ତୁ ସେ ସେହିକ୍ଷଣି ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେହି ଦୁଇଜଣଙ୍କର ଚକ୍ଷୁ ଖୋଲି ଦିଆଗଲା ଓ ସେମାନେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସେମାନଙ୍କ ସାମନାରୁ ଅଦୃଶ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆಂಚೆ ಡೊಳೆ ಉಗಡ್ಲೆ, ಅನಿ ತೆಂಕಾ ತೆಚಿ ವಳಕ್ ಗಾವ್ಲಿ, ಖರೆ ತೊ ತೆಂಚ್ಯಾ ಇದ್ರಾಕ್ನಾ ನಾ ಹೊಲೊ.