Luke 24:32 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ପରସ୍ପର କଥାବାର୍ତ୍ତା ହେଲେ, ଯେତବେେଳେ ଯୀଶୁ ଆମ୍ଭ ସହିତ ରାସ୍ତା ରେ କଥାବାର୍ତ୍ତା ହେଉଥିଲେ, ସେତବେେଳେ ଆମ୍ଭ ହୃଦୟ ଭିତ ରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତବେେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତଜେିତ କରି ଦେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପରସ୍ପରକୁ କହିଲେ, “ପଥ ମଧ୍ୟରେ ସେ ଆମ ସହିତ କଥାବାର୍ତ୍ତା କରୁଥିବା ସମୟରେ ଓ ଧର୍ମଶାସ୍ତ୍ର ବୁଝାଉଥିବା ସମୟରେ ଆମ ମନରେ ନିଆଁ ଜଳିବା ପରି ଆମେ ଅନୁଭବ କରୁ ନ ଥିଲୁ କି?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ପରସ୍ପର କଥାବାର୍ତ୍ତା ହେଲେ, “ଯେତେବେଳେ ଯୀଶୁ ଆମ୍ଭ ସହିତ ରାସ୍ତାରେ କଥାବାର୍ତ୍ତା ହେଉଥିଲେ, ସେତେବେଳେ ଆମ୍ଭ ହୃଦୟ ଭିତରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତେବେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତେଜିତ କରି ଦେଉଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಎಕಾಮೆಕಾಕ್ನಿ,“ ವಾಟೆನ್ ಯೆತಾನಾ ತೊ ಅಮ್ಚೆಕ್ಡೆ ಬೊಲುನ್ಗೆತ್ ಪವಿತ್ರ್ ಪುಸ್ತಕಾಚ್ಯಾ ವಿಶಯಾತ್ ಸಾಂಗುನ್ಗೆತ್ ಯೆತಾನಾ, ಅಮ್ಚ್ಯಾ ಭುತ್ತುರುಚ್ ಎಕ್ ಆಗ್ ಪೆಟ್ಲ್ಯಾ ಸರ್ಕೆ ಹೊಯ್ನಶಿ ಕಾಯ್?” ಮನುನ್ ಬೊಲ್ಲ್ಯಾನಿ.