Luke 24:33 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ଉଠି ପଡିଲେ ଓ ୟିରୁଶାଲମକୁ ଫରେିଗଲେ। ୟିରୁଶାଲମ ରେ ସମାନେେ ଯୀଶୁଙ୍କ ଶିଷ୍ଯଗଣ ଓ ଏଗାର ଜଣ ପ୍ ରରେିତଙ୍କୁ ଏକତ୍ରୀତ ହାଇେଥିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସେହି ଦଣ୍ତରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସଙ୍ଗେ ସଙ୍ଗେ ଉଠି ଯିରୁଶାଲମକୁ ଫେରିଗଲେ। ସେଠାରେ ସେମାନେ ଦେଖିଲେ, ଏଗାର ଜଣ ଶିଷ୍ୟ ଓ ଅନ୍ୟମାନେ ଏକତ୍ର ହୋଇ କୁହାକୁହି ହେଉଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଉଠି ପଡ଼ିଲେ ଓ ଯିରୁଶାଲମକୁ ଫେରିଗଲେ। ଯିରୁଶାଲମରେ ସେମାନେ ଯୀଶୁଙ୍କ ଶିଷ୍ୟଗଣ ଓ ଏଗାର ଜଣ ପ୍ରେରିତଙ୍କୁ ଏକତ୍ରିତ ହୋଇଥିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಾಬೊಡ್ತೊಬ್ ತೆನಿ ಉಟ್ಲ್ಯಾನಿ, ಅನಿ ಅಕ್ರಾ ಜಾನಾ ಶಿಸಾ, ಅನಿ ಹುರಲ್ಲಿ ಲೊಕಾ ಹೊತ್ತ್ಯಾಕ್ಡೆ ಜೆರುಜಲೆಮಾಕ್ ಗೆಲ್ಯಾನಿ.