Luke 24:34 — Compare Translations

7 translations compared side by side

Odia - 1840
"ପ୍ ରରେିତ ଓ ଅନ୍ୟ ଶିଷ୍ଯମାନେ କହୁଥିଲେ, ପ୍ରକୃତ ରେ, ପ୍ରଭୁ ମୃତ୍ଯୁରୁ ଜୀବିତ ଉଠିଛନ୍ତି। ସେ ଶିମାନଙ୍କେୁ ଦଖାେ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହୁଥିଲେ, ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ପ୍ରକୃତରେ ପ୍ରଭୁ ମୃତ୍ୟୁରୁ ଉଠିଛନ୍ତି। ସେ ଶିମୋନକୁ ଦର୍ଶନ ଦେଇଛନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ କହୁଥିଲେ, “ପ୍ରକୃତରେ, ପ୍ରଭୁ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଶିମୋନଙ୍କୁ ଦେଖା ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ ಧನಿ ಖರೆಚ್ ಝಿತ್ತೊ ಹೊಲಾ! ಸಿಮಾವಾಕ್ ತೊ ದಿಸ್ಲೊ!” ಮನುನ್ ಸಾಂಗಟ್ಲ್ಯಾನಿ.