Luke 24:35 — Compare Translations

7 translations compared side by side

Odia - 1840
"ତା'ପରେ ଏହି ଦୁଇଜଣ ଲୋକ ରାସ୍ତା ରେ ଯାହାସବୁ ଘଟିଥିଲା, ସେ ସମସ୍ତ ସମାନଙ୍କେ ଆଗ ରେ ବର୍ଣ୍ଣନା କଲେ। ସମାନେେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସମାନେେ କିପରି ଯୀଶୁଙ୍କୁ ଚିହ୍ନିପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୋଟୀ ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ଵାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦୁଇ ଜଣ ପଥ ମଧ୍ୟରେ ଯାହା ସବୁ ଘଟିଥିଲା ଏବଂ ରୋଟୀ ଭାଙ୍ଗିବା ସମୟରେ ସେମାନେ କିପରି ତାଙ୍କୁ ଚିହ୍ନିଥିଲେ, ଏ କଥା ବର୍ଣ୍ଣନା କରି କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏହି ଦୁଇଜଣ ଲୋକ ରାସ୍ତାରେ ଯାହାସବୁ ଘଟିଥିଲା, ସେ ସମସ୍ତ ସେମାନଙ୍କ ଆଗରେ ବର୍ଣ୍ଣନା କଲେ। ସେମାନେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସେମାନେ କିପରି ଯୀଶୁଙ୍କୁ ଚିହ୍ନି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହି ସବୁ ବର୍ଣ୍ଣନା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ವಾಟೆನ್ ಜಾತಾನಾ ಅಪ್ನಾಕ್ ಕಾಯ್-ಕಾಯ್ ಹೊಲೆ, ಅನಿ ತೆನಿ ಭಾಕ್ರಿ ಮೊಡುನ್ ದಿತಾನಾ ತೆಚಿ ವಳಕ್ ಅಸೆ ಕರುನ್ ಧರ್‍ಲ್ಯಾನಿ ಮನುನ್ ಸಗ್ಳೆ ಸಾಂಗಟ್ಲ್ಯಾನಿ.