Luke 24:36 — Compare Translations

7 translations compared side by side

Odia - 1840
"ଏହି ଦୁଇଜଣ ଲୋକ ଏହି ସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ଯଦଳଙ୍କ ଭିତ ରେ ଠିଆ ହାଇେଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦୁଇ ଜଣ ସେମାନଙ୍କୁ ଏ କଥା କହୁଥିବା ସମୟରେ, ହଠାତ୍ ପ୍ରଭୁ ନିଜେ ସେମାନଙ୍କ ମଧ୍ୟରେ ଆସି ଠିଆ ହେଲେ ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିଜ ଶିଷ୍ୟମାନଙ୍କୁ ଦେଖା ଦେଲେ ଏହି ଦୁଇଜଣ ଲୋକ ଏହିସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ୟଦଳଙ୍କ ଭିତରେ ଠିଆ ହୋଇଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದೊಗೆ ಜಾನಾ ಹೆ ಸಗ್ಳೆ ತೆಂಕಾ ಸಾಂಗ್ತಾ ಸಾಂಗ್ತಾನಾಚ್ ಜೆಜು ತೆಂಚ್ಯಾ ಮದ್ದಿ ಇಬೆ ರ್‍ಹಾಲೊ, ಅನಿ “ ಸಮಾದಾನ್ ತುಮ್ಕಾ” ಮಟ್ಲ್ಯಾನ್.