Luke 24:37 — Compare Translations
7 translations compared side by side
Odia - 1840
"ଏଥି ରେ ଶିଷ୍ଯମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଡରିଗଲେ। ସମାନେେ ଭାବିଲେ ଯେ, ସମାନେେ ଗୋଟିଏ ଭୂତ ଦେଖୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ତ୍ରାସଯୁକ୍ତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଭୂତ ଦେଖୁଛନ୍ତି ଭାବି ଭୟଭୀତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଡରିଗଲେ। ସେମାନେ ଭାବିଲେ ଯେ, ସେମାନେ ଗୋଟିଏ ଭୂତ ଦେଖୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಎಗ್ದಮ್ ಭಿಂವ್ನ್ ಗೆಲೆ, ತೆನಿ ಅಮಿ ಭುತಾಕ್ ಬಗುಲಾವ್ ಮನುನ್ ಯವಜ್ಲ್ಯಾನಿ.