Luke 24:38 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ କହିଲେ, ତୁମ୍ଭମାନେେ କାହିଁକି ବ୍ଯସ୍ତ ହାଇେ ପଡୁଛ? ଯାହା ଦେଖୁଛ, ସେଥିଲେ କାହିଁକି ସନ୍ଦହେ କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ସେମାନଙ୍କୁ କହିଲେ, “କାହିଁକି ଡ଼ରୁଛ? କାହିଁକି ତୁମ ମନରେ ଏସବୁ ସନ୍ଦେହ ହେଉଛି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ? ଯାହା ଦେଖୁଛ, ସେଥିରେ କାହିଁକି ସନ୍ଦେହ କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆಂಕಾ,“ ತುಮಿ ಅಶೆ ಕಾಯ್ ಭೆದ್ರಕ್ ಸರ್ಕೆ ಇಬೆ ರ್ಹಾಲ್ಯಾಶಿ, ಅನಿ ಹ್ಯೊ ಸಂಶೆವ್ ತುಮ್ಚ್ಯಾ ಮನಾತ್ನಿ ಕಶ್ಯಾಕ್ ಯೆವ್ಲಾ?