Luke 24:4 — Compare Translations
7 translations compared side by side
Odia - 1840
"ସ୍ତ୍ରୀଲୋକମାନେ ଏ ଘଟଣାର ରହସ୍ଯ କିଛି ବୁଝିପାରିଲେ ନାହିଁ। ଏହି ଘଟଣା ରେ ସମାନେେ ବିସ୍ମିତ ହାଇଯୋଇଥିବା ସମୟରେ ଉଜ୍ଜ୍ବଳ ପୋଷାକ ପିନ୍ଧି ଦୁଇଜଣ ସ୍ବର୍ଗଦୂତ ସମାନଙ୍କେ ପାଖ ରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସେସମ୍ଵନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ଵଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଏ ବିଷୟରେ ହତବୁଦ୍ଧି ହୋଇ ଠିଆ ହୋଇଥିବା ସମୟରେ, ହଠାତ୍ ଉଜ୍ଜ୍ୱଳ ଶୁଭ୍ର ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ପାଖରେ ଆସି ଠିଆହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀଲୋକମାନେ ଏ ଘଟଣାର ରହସ୍ୟ କିଛି ବୁଝି ପାରିଲେ ନାହିଁ। ଏହି ଘଟଣାରେ ସେମାନେ ବିସ୍ମିତ ହୋଇଯାଇଥିବା ସମୟରେ ଉଜ୍ଜ୍ୱଳ ପୋଷାକ ପିନ୍ଧି ଦୁଇଜଣ ସ୍ୱର୍ଗଦୂତ ସେମାନଙ୍କ ପାଖରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ, ಬಗುನ್ ತೆನಿ ಅಜಾಪ್ ಹೊಲ್ಯಾನಿ, ತನ್ನಾ ದೊನ್ ಮಾನ್ಸಾ, ಎಗ್ದಮ್ ಝಳ್-ಝಳ್ತಲೆ ಕಪ್ಡೆ ನೆಸುನ್ ತೆಂಚ್ಯಾ ಇದ್ರಾಕ್ ಇಬೆ ರ್ಹಾಲೆ.