Luke 24:40 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ ଏହି କଥା କହି ସାରିବା ପରେ ସେ ସମାନଙ୍କେୁ ତାହାଙ୍କ ହାତ ଓ ଗୋଡର ଆଘାତ ସବୁ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[ଆଉ, ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।]
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ସେ ସେମାନଙ୍କୁ ତାଙ୍କ ହାତ ଓ ପାଦ ସବୁ ଦେଖାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ଏହି କଥା କହି ସାରିବା ପରେ ସେ ସେମାନଙ୍କୁ ତାହାଙ୍କ ହାତ ଓ ଗୋଡ଼ର ଆଘାତ ସବୁ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।]
Odia IRV 2017 (ଓଡିଆ ବାଇବେଲ)
[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಾಂಗುನ್ ತೆನಿ ತೆಂಕಾ ಅಪ್ನಾಚಿ ಹಾತಾ, ಅನಿ ಪಾಯಾ ದಾಕ್ವುಲ್ಯಾನ್.