Luke 24:41 — Compare Translations

7 translations compared side by side

Odia - 1840
"ଶିଷ୍ଯମାନେ ବିସ୍ମିତ ହାଇଗେଲେ। ସମାନେେ ଯୀଶୁଙ୍କୁ ଶରୀର ରେ ଦେଖି ବହୁତ ଖୁସି ହାଇଗେଲେ। ତଥାପି ସମାନେେ ଯାହା ଦେଖିଲେ, ତାହା ବିଶ୍ବାସ କରି ପାରିଲେ ନାହିଁ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ କିଛି ଖାଇବା ପଦାର୍ଥ ଅଛି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ଵାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଦ୍ୟ ଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଆନନ୍ଦରେ ଅଧୀର ହୋଇଗଲେ, ତଥାପି ବିଶ୍ୱାସ କରି ପାରିଲେ ନାହିଁ। ତେଣୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ ପାଖରେ କିଛି ଖାଦ୍ୟ ଅଛି କି?”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ବିସ୍ମିତ ହୋଇଗଲେ। ସେମାନେ ଯୀଶୁଙ୍କୁ ଶରୀରରେ ଦେଖି ବହୁତ ଖୁସୀ ହୋଇଗଲେ। ତଥାପି ସେମାନେ ଯାହା ଦେଖିଲେ, ତାହା ବିଶ୍ୱାସ କରି ପାରିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କିଛି ଖାଇବା ପଦାର୍ଥ ଅଛି କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?”
Odia IRV 2017 (ଓଡିଆ ବାଇବେଲ)
ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
. ತೆಂಕಾ ಲೈ ಕುಶಿ ಹೊಲಿ ಅನಿ ಅಜಾಪ್ ಹೊಲೆ; ಅಜುನ್‍ಬಿ ತೆಂಕಾ ವಿಶ್ವಾಸ್ ಹೊವ್ಕ್ ನತ್ತೊ. ತೆಚೆಸಾಟ್ನಿ ತೆನಿ ತೆಂಕಾ,“ತುಮ್ಚ್ಯಾಕ್ಡೆ ಕಾಯ್ ತರ್ ಖಾವ್ಕ್ ಹಾಯ್ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್.