Luke 24:44 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ ମୁଁ ଥିବା ବଳରେ କଥା ମନେ ପକାଅ। ମୁଁ କହିଥିଲି ଯେ ମାଶାଙ୍କେ ନିୟମ ରେ, ଭବିଷ୍ଯଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତା ରେ ମାେ ବିଷୟ ରେ ଯାହା ସବୁ ଲଖାେ ଯାଇଛି, ସଗେୁଡିକ ନିଶ୍ଚୟ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥା ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖା ଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ସେମାନଙ୍କୁ କହିଲେ, “ମୁଁ ତୁମ ସଙ୍ଗରେ ଥିବା ସମୟରେ ଠିକ୍ ଏହି କଥା ସବୁ କହିଥିଲି। ମୋଶାଙ୍କ ବ୍ୟବସ୍ଥା, ଭାବବାଦୀ ଗ୍ରନ୍ଥ ଓ ଦାଉଦଙ୍କ ଗୀତଗୁଡ଼ିକରେ ମୋ’ ବିଷୟରେ ଉଲ୍ଲିଖିତ ହୋଇଥିବା ପ୍ରତ୍ୟେକ ବିଷୟ ସଫଳ ହୋଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ମୁଁ ଥିବା ବେଳର କଥା ମନେ ପକାଅ। ମୁଁ କହିଥିଲି ଯେ ମୋଶାଙ୍କ ନିୟମରେ, ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତାରେ ମୋ’ ବିଷୟରେ ଯାହାସବୁ ଲେଖା ଯାଇଛି, ସେଗୁଡ଼ିକ ନିଶ୍ଚୟ ଘଟିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ, “ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ತನ್ನಾಚ್ ಮೊಯ್ಜೆಚ್ಯಾ ಪುಸ್ತಾಕಾತ್ನಿ, ಪ್ರವಾದ್ಯಾನಿ ಲಿವಲ್ಲ್ಯಾ ಪುಸ್ತಾಕಾತ್ನಿ, ಅನಿ ಕಿರ್ತನಾತ್ನಿ ಜೆ ಕಾಯ್ ಮಾಜ್ಯಾ ವಿಶಯಾತ್ ಲಿವಲ್ಲೆ ಹಾಯ್, ತೆ ಖರೆ ಹೊವ್ಕ್ ಪಾಜೆ ಮನುನ್ ಹೆ ಸಗ್ಳೆ ತುಮ್ಕಾ ಸಾಂಗಟಲ್ಲೊ”.