Luke 24:46 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ଖ୍ରୀଷ୍ଟଙ୍କୁ ମାରି ଦିଆୟିବା ଓ ମୃତ୍ଯୁରୁ ତିନିଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲଖାେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ସେମାନଙ୍କୁ କହିଲେ: “ଏହି କଥା ହିଁ ତ ଲେଖା ଯାଇଛି - ମସୀହ ଦୁଃଖ ଭୋଗ କରିବେ ଓ ତିନି ଦିନ ପରେ ମୃତ୍ୟୁରୁ ଉତ୍ଥିତ ହେବେ
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ଖ୍ରୀଷ୍ଟଙ୍କୁ ମାରି ଦିଆଯିବା ଓ ମୃତ୍ୟୁରୁ ତିନି ଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲେଖା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಂಕಾ,“ ಅಶೆ ಲಿವಲ್ಲೆ ಹಾಯ್; ಮೆಸ್ಸಿಯಾ ಕಸ್ಟ್ ಸೊಸುಕ್ ಪಾಜೆ ಅನಿ ತಿನ್ ದಿಸಾಂಚ್ಯಾ ಮಾನಾ ಝಿತ್ತೊ ಹೊವ್ನ್ ಉಟುನ್ ಯೆವ್ಕ್ ಪಾಜೆ.