Luke 24:47 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପକ୍ଷମା ନିମନ୍ତେ ମନ ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିମାନଙ୍କ ନିକଟରେ ତାଙ୍କ ନାମରେ ଅନୁତାପ ଓ ପାପକ୍ଷମାର ବାର୍ତ୍ତା ପ୍ରଚାରିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା’ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಚ್ಯಾ ನಾವಾನ್ ಸಗ್ಳ್ಯಾ ದೆಶಾಕ್ನಿ ಪಾಪಾಚೆ ಜಿವನ್ ಬದ್ಲುಕ್,ಅನಿ ಪಾಪಾಂಚಿ ಮಾಪಿ ಗಳ್ಸುನ್ ಘೆವ್ಕ್, ಬರಿ ಖಬರ್ ಸಾಂಗುಕ್ ಪಾಜೆ, ಹೆ ಕಾಮ್ ಜೆರುಜಲೆಮಾತ್ನಾ ಚಾಲು ಹೊತಾ.”ಮನುನ್ ಲಿವಲ್ಲೆ ಹಾಯ್.