Luke 24:49 — Compare Translations
7 translations compared side by side
Odia - 1840
"ଶୁଣ! ମାରେ ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦଇେଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ବର୍ଗରୁ ସହେି ଶକ୍ତି ନପାଇବା ପର୍ୟ୍ଯନ୍ତ ତୁମ୍ଭମାନେେ ନିଶ୍ଚୟ ୟିରୁଶାଲମ ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ଵରୁ ଶକ୍ତିପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ମୋର ପିତା ଯାହା ପ୍ରତିଜ୍ଞା କରିଛନ୍ତି, ମୁଁ ନିଜେ ତାହା ତୁମ୍ଭମାନଙ୍କ ନିକଟକୁ ପଠାଇବି, କିନ୍ତୁ ଉଦ୍ଧ୍ୱର୍ରୁ ସେହି ଶକ୍ତି ଆସିବା ପର୍ଯ୍ୟନ୍ତ ଏହି ନଗରରେ ତୁମ୍ଭେମାନେ ଅପେକ୍ଷା କରି ରୁହ।”
Odia Bible ERV 2004 (ପବିତ୍ର ବାଇବଲ)
ଶୁଣ, ମୋର ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ୱର୍ଗରୁ ସେହି ଶକ୍ତି ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ନିଶ୍ଚୟ ଯିରୁଶାଲମରେ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಿಯಾ ಮಾಜ್ಯಾ ಬಾಬಾನ್ ತುಮ್ಕಾ ಗೊಸ್ಟ್ ದಿಲ್ಲೆ ಧಾಡುನ್ ದಿತಾ, ಖರೆ “ತುಮಿ ವೈನಾ ತುಮ್ಚೆ ವರ್ತಿ ತೊ ಬಳ್ ಉತ್ರುನ್ ಯೆಯ್ ಪತರ್ ಜೆರುಜಲೆಮಾತುಚ್ ರ್ಹಾವ್ಕ್ ಪಾಜೆ.” ಮನುನ್ ಸಾಂಗಟ್ಲ್ಯಾನ್.