Luke 24:50 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ୟିରୁଶାଲମରୁ ବେଥନିଆକୁ କଢାଇ ନଇଗେଲେ। ଯୀଶୁ ତାହାଙ୍କର ହାତ ଟକେି ଶିଷ୍ଯମାନଙ୍କୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେ ସେମାନଙ୍କୁ ବେଥନୀଆକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ସେମାନଙ୍କୁ ବେଥାନୀ ପର୍ଯ୍ୟନ୍ତ ନେଇଗଲେ। ସେଠାରେ ସେ ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସ୍ୱର୍ଗକୁ ଫେରିଗଲେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଯିରୁଶାଲମରୁ ବେଥନୀୟାକୁ କଢ଼ାଇ ନେଇଗଲେ। ଯୀଶୁ ତାହାଙ୍କର ହାତ ଟେକି ଶିଷ୍ୟମାନଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେ ସେମାନଙ୍କୁ ବେଥନିଅାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ತೆಂಕಾ ಶಾರಾಚ್ಯಾ ಭಾಯ್ರ್ ಬೆಥನಿಯಾ ಎವ್ಡ್ಯಾ ಧುರ್ ಘೆವ್ನ್ ಜಾವ್ನ್ ಥೈ ಅಪ್ನಾಚಿ ಹಾತಾ ವೈರ್ ಕರುನ್, ತೆಂಕಾ ಆಶಿರ್ವಾದ್ ದಿಲ್ಯಾನ್.