Luke 24:53 — Compare Translations
7 translations compared side by side
Odia - 1840
"ସମାନେେ ସବୁ ସମୟରେ ମନ୍ଦିର ରେ ରହି ପରମେଶ୍ବରଙ୍କ ସ୍ତୁତି କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସର୍ବଦା ମନ୍ଦିରରେ ରହି ଈଶ୍ଵରଙ୍କ ସ୍ତବ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମକୁ ଫେରିଗଲେ ଏବଂ ଅଧିକାଂଶ ସମୟ ମନ୍ଦିରରେ ଈଶ୍ୱରଙ୍କ ସ୍ତୁତି ବନ୍ଦନା କରି ସମୟ ଅତିବାହିତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସବୁ ସମୟରେ ମନ୍ଦିରରେ ରହି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೆವಾಕ್ ಧನ್ಯವಾದ್ ದಿವ್ನಗೆತ್ ದೆವಾಚ್ಯಾ ಗುಡಿತುಚ್ ತೆನಿ ಎಳ್ ಕಾಡ್ಲ್ಯಾನಿ.