Luke 24:6 — Compare Translations

7 translations compared side by side

Odia - 1840
"ଯୀଶୁ ଏଠା ରେ ନାହାଁନ୍ତି, ସେ ମୃତ୍ଯୁରୁ ଜୀବିତ ହାଇେ ଉଠିଛନ୍ତି। ସେ ଗାଲିଲୀ ରେ ଥିଲା ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ କ'ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡୁଛି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଏଠାରେ ନାହାନ୍ତି; ସେ ପୁନରୁତ୍ôଥତ। ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ ଯାହା କହିଥିଲେ, ସ୍ମରଣ କର:
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏଠାରେ ନାହାନ୍ତି, ସେ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଗାଲିଲୀରେ ଥିଲା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ’ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡ଼ୁଛି କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”
Odia IRV 2017 (ଓଡିଆ ବାଇବେଲ)
ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಹಿತ್ತೆ ನಾ ತೆಕಾ ಝಿತ್ತೊ ಕರುನ್ ಉಟ್ವುನ್ ಹೊಲಾ. ಗಾಲಿಲಿಯಾತ್ ಹೊತ್ತ್ಯಾ ತನ್ನಾ ತೆನಿ ತುಮ್ಕಾ ಕಾಯ್ ಸಾಂಗಟಲ್ಲ್ಯಾನ್ ಮನುನ್ ಯಾದ್ ಕರುನ್ ಘೆವಾ;