Luke 24:7 — Compare Translations

7 translations compared side by side

Odia - 1840
"ଯୀଶୁ କହିଥିଲେ ଯେ, ମନୁଷ୍ଯୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତ ରେ କୃଶ ରେ ମାରି ଦିଆୟିବା ପାଇଁ ଅବଶ୍ଯ ଦଇେ ଦିଆୟିବ। କିନ୍ତୁ ସେ ପୁଣି ମୃତ୍ଯୁରୁ ତୃତୀୟ ଦିନ ଜୀବିତ ହାଇେ ଉଠିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେବେ। ତାଙ୍କୁ କ୍ରୁଶବିଦ୍ଧ କରାଯିବ, କିନ୍ତୁ ତୃତୀୟ ଦିବସରେ ସେ ପୁନରୁତ୍ôଥତ ହେବେ’।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಾನ್ಸಾಚ್ಯಾ ಲೆಕಾಕ್ ಪಾಪಿ ಲೊಕಾಂಚ್ಯಾ ಹಾತಾತ್ ಧರುನ್ ದಿವ್ಕ್ ಪಾಜೆ, ಅನಿ ಕುರ್ಸಾರ್ ಮಾರುಕ್ ಪಾಜೆ, ಅನಿ ತಿನ್ ದಿಸಾ ಹೊಲ್ಲ್ಯಾ ಮಾನಾ ಝಿತ್ತೊ ಹೊವ್ನ್ ಉಟುಕ್ ಪಾಜೆ”.