Luke 24:9 — Compare Translations

6 translations compared side by side

Odia - 1840
"ସହେି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡି ଏଗାର ଜଣ ପ୍ ରରେିତ ଓ ସମସ୍ତ ଅନ୍ୟ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ। ସମାଧି ଭିତ ରେ ଯାହା ଘଟିଥିଲା, ସତକେ ଗୋଟି ଗୋଟି କରି ସମାନଙ୍କେୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ଵାଦ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡ଼ି ଏଗାର ଜଣ ପ୍ରେରିତ ଓ ସମସ୍ତ ଅନ୍ୟ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। ସମାଧି ଭିତରେ ଯାହା ଘଟିଥିଲା, ସେତକ ଗୋଟି ଗୋଟି କରି ସେମାନଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହି ସବୁ ସମ୍ବାଦ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಮಾದಿತ್ನಾ ಗೆಲ್ಯಾನಿ, ಅನಿ ಅಕ್ರಾ ಜಾನಾ ಶಿಸಾಕ್ನಿ, ಅನಿ ಹುರಲ್ಲ್ಯಾಕ್ನಿ ಥೈ ಕಾಯ್-ಕಾಯ್ ಹೊಲ್ಲೆ ಸಾಂಗಟ್ಲ್ಯಾನಿ.