Luke 3:1 — Compare Translations
7 translations compared side by side
Odia - 1840
"ତିବିରିଅ କାଇସରଙ୍କ ରାଜ୍ବତର ପନ୍ଦରତମ ବର୍ଷ ସମୟର କଥା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିବିରିଅ କାଇସରଙ୍କ ରାଜତ୍ଵର ପଞ୍ଚଦଶ ବର୍ଷରେ, ଯେତେବେଳେ ପନ୍ତୀୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାଙ୍କ ଭ୍ରାତା ଫିଲିପ୍ପ ଇତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମ୍ରାଟ ଟାଲବିରିୟସ୍ଙ୍କ ରାଜତ୍ୱର ପଞ୍ଚଦଶ ବର୍ଷରେ ପନ୍ତିୟ ପିଲାତ ଯିହୂଦା ପ୍ରଦେଶର ରାଜ୍ୟପାଳ ଥିଲେ। ହେରୋଦ ଗାଲିଲୀର ସାମନ୍ତ ରାଜା ଥିଲେ ଏବଂ ତାଙ୍କ ଭାଇ ଫିଲିପ ଇଟୁରିଆ ଓ ଟ୍ରାକୋନିଟିସ୍ର ଏବଂ ଲିସାନିଆସ୍ ଆବିଲିନ୍ର ସାମନ୍ତ ରାଜା ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବାପ୍ତିଜକ ଯୋହନଙ୍କ ପ୍ରଗ୍ଭର ତିବିରିଅ କାଇସରଙ୍କ ରାଜତ୍ୱର ପନ୍ଦରତମ ବର୍ଷ ସମୟର କଥା। ଯିହୂଦା ପ୍ରଦେଶର ଶାସକ ପନ୍ତିୟ ପୀଲାତ, ଗାଲିଲୀର ଶାସକ ହେରୋଦ, ଇତୂରିୟା ଓ ତ୍ରାଖୋନୀତି ପ୍ରଦେଶର ଶାସକ ହେରୋଦର ଭାଇ ଫିଲିପ୍ପ ଓ ଅବିଲୀନୀର ଶାସକ ଲୂସାନିୟା, ଏ ସମସ୍ତେ କାଇସରଙ୍କ ଅଧୀନରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
Odia IRV 2017 (ଓଡିଆ ବାଇବେଲ)
ତିବିରିଅା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୁସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಬೆರಿಯಸ್ ಕೈಸಾರ್ಯಾಚ್ ಮನ್ತಲ್ಯಾ ಚಕ್ರವರ್ತಿಚ್ಯಾ ಪಂದ್ರಾವ್ಯಾ ವರ್ಸಾತ್, ಪೊನಿತುಸಿ ಪಿಲಾತ್ ಮನ್ತಲೊ ಜುದೆಯಾಚೊ ಮೊಟೊ ಅದಿಕಾರಿ ಹೊತ್ತೊ,ಹೆರೊದ್ ಮನ್ತಲೊ ಗಾಲಿಲಿಯಾಚೊ ಅದಿಕಾರ್ ಚಾಲ್ವುತಲೊ ಹೊತ್ತೊ,ಅನಿ ತೆಚೊ ಭಾವ್ ಫಿಲಿಪ್, ಇತುರೆ, ಅನಿ ತ್ರಿಕೊನಿತಿಸ್ ಮನ್ತಲ್ಯಾ ಜಾಗ್ಯಾಂಚೊ ಅದಿಕಾರಿ ಅನಿ ಅಬಿಲೆನೆ ಮನ್ತಲ್ಯಾ ಜಾಗ್ಯಾರ್ ಲುಸಾನಿ ಮನ್ತಲೊ ಅದಿಕಾರಿ ಹೊತ್ತೊ,