Luke 3:10 — Compare Translations
7 translations compared side by side
Odia - 1840
"ଲୋକମାନେ ତାହାଙ୍କୁ ପଚାରିଲେ, ତବେେ ଆମ୍ଭମାନେେ କ'ଣ କରିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଲୋକସମୂହ ତାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ତାଙ୍କୁ ପଚାରିଲେ, “ଆମେ ତେବେ କ’ଣ କରିବା?”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆମ୍ଭେମାନେ କ’ଣ କରିବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କ'ଣ କରିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲೊಕಾನಿ ಜುವಾಂವಾಕ್ “ತರ್, ಅತ್ತಾ ಅಮಿ ಕಾಯ್ ಕರ್ತಲೆ?” ಮನುನ್ ಇಚಾರ್ಲ್ಯಾನಿ.