Luke 3:12 — Compare Translations

7 translations compared side by side

Odia - 1840
"କେତକେ କର ଆଦାୟକାରୀ ବାପ୍ତିଜିତ ହବୋ ପାଇଁ ଆସିଲେ। ସମାନେେ ଯୋହନଙ୍କୁ ପଚାରିଲେ, ହେ ଗୁରୁ! ଆମ୍ଭମାନେେ କ'ଣ କରିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ କରଆଦାୟକାରୀ ଦଳଦୀକ୍ଷା ନେବା ପାଇଁ ଆସିଲେ। ସେମାନେ ତାଙ୍କୁ ପଚାରିଲେ, “ହେ ଗୁରୁ, ଆମକୁ କ’ଣ କରିବାକୁ ହେବ?”
Odia Bible ERV 2004 (ପବିତ୍ର ବାଇବଲ)
କେତେକ କରଆଦାୟକାରୀ ବାପ୍ତିଜିତ ହେବା ପାଇଁ ଆସିଲେ। ସେମାନେ ଯୋହନଙ୍କୁ ପଗ୍ଭରିଲେ, “ହେ ଗୁରୁ! ଆମ୍ଭେମାନେ କ’ଣ କରିବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?
Odia IRV 2017 (ଓଡିଆ ବାଇବେଲ)
କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೆ ತೆರ್‍ಗಿ ವಸುಲ್ ಕರ್‍ತಲೆಬಿ ಬಾಲ್ತಿಮ್ ಘೆವ್ಕ್ ಯೆಲ್ಲೆ, ಅನಿ “ಗುರುಜಿ: ಅಮಿ ಕಾಯ್ ಕರುಚೆ?” ಮನುನ್ ಇಚಾರ್‍ಲ್ಯಾನಿ.