Luke 3:14 — Compare Translations
7 translations compared side by side
Odia - 1840
"ସୈନ୍ଯମାନେ ତାହାଙ୍କୁ ପଚାରିଲେ, ଆମ୍ଭକୁ କ'ଣ କରିବାକୁ ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନିକମାନେ ମଧ୍ୟ ତାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାରି ଧନ ହରଣ କର ନାହିଁ, ପୁଣି ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ସୈନିକ ମଧ୍ୟ ତାଙ୍କୁ ପଚାରିଲେ, “ଆମର କ’ଣ ହେବ? ଆମେ କ’ଣ କରିବା?” ସେ ସେମାନଙ୍କୁ କହିଲେ, “ବଳପୂର୍ବକ କାହାଠାରୁ ଅର୍ଥ ନିଅ ନାହିଁ, ଅବା କାହା ପ୍ରତି ମିଥ୍ୟା ଦୋଷାରୋପ କର ନାହିଁ। ନିଜ ନିଜ ବେତନରେ ସନ୍ତୁଷ୍ଟ ହୁଅ।”
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭକୁ କ’ଣ କରିବାକୁ ହେବ?” ଯୋହନ ସେମାନଙ୍କୁ କହିଲେ, “ବଳପୂର୍ବକ କାହାରିଠାରୁ ଅର୍ଥ ନିଅ ନାହିଁ। କାହା ବିରୁଦ୍ଧରେ ମିଛ କୁହ ନାହିଁ। ଯେତିକି ବେତନ ମିଳୁଛି, ସେତିକିରେ ସନ୍ତୁଷ୍ଟ ରୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।
Odia IRV 2017 (ଓଡିଆ ବାଇବେଲ)
ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କ'ଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಸೈನಿಕಾಬಿ ಯೆಲಿ ಅನಿ “ಅಮ್ಚ್ಯಾ ವಿಶಯಾತ್ ಕಾಯ್ ಮನ್ತೆ? ಅಮಿ ಕಾಯ್ ಕರುಚೆ”, ಮನುನ್ ಇಚಾರ್ಲ್ಯಾನಿ. ತೆನಿ ತೆಂಕಾ “ಒತ್ತಾಯ್ ಕರುನ್ ಧಮ್ಕಿ ದಿವ್ನ್ ಕೊನಾಕ್ನಾಬಿ ಪೈಸೆ ಕಾಡುನ್ ಘೆವ್ನಕಾಶಿ, ನಾಹೊಲ್ಯಾರ್ ಕೊನಾ ವರ್ತಿಬಿ ಝುಟೆ ಅಪ್ವಾದ್ ಘಾಲುನಕಾಶಿ,ತುಮ್ಕಾ ಕವ್ಡೊ ಪಗಾರ್ ದಿತ್ಯಾತ್ ತ್ಯಾತುರುಚ್ ಕುಶಿ ಹೊವಾ” ಮನುನ್ ಸಾಂಗ್ಲ್ಯಾನ್.