Luke 3:15 — Compare Translations
7 translations compared side by side
Odia - 1840
"ସବୁ ଲୋକେ ଖ୍ରୀଷ୍ଟଙ୍କ ଆଗମନ ଅପେକ୍ଷା ରେ ଥିଲେ। ଯୋହନଙ୍କ ବିଷୟ ରେ ସମାନେେ ମନେ ମନେ ଭାବୁଥିଲେ, ହୁଏତ ଏ ଖ୍ରୀଷ୍ଟ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ସମ୍ଵନ୍ଧରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ମସୀହଙ୍କ ପ୍ରତୀକ୍ଷାରେ ଥିବା ଲୋକମାନଙ୍କ ଆଶା ଆକାଂକ୍ଷା ବୃଦ୍ଧି ପାଇବାକୁ ଲାଗିଲା। ଯୋହନ ହୁଏତ ମସୀହ ହୋଇଥିବେ, ଏ କଥା ସେମାନେ ମନେ ମନେ କହିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଲୋକେ ଖ୍ରୀଷ୍ଟଙ୍କ ଆଗମନ ଅପେକ୍ଷାରେ ଥିଲେ। ଯୋହନଙ୍କ ବିଷୟରେ ସେମାନେ ମନେ ମନେ ଭାବୁଥିଲେ, “ହୁଏତ ଏ ଖ୍ରୀଷ୍ଟ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
Odia IRV 2017 (ଓଡିଆ ବାଇବେଲ)
ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಮಿ ವಾಟ್ ಬಗುನ್ಗೆತ್ ಹೊತ್ತೊ ಮೆಸ್ಸಿಯಾ ಜುವಾಂವುಚ್ ಕಾಯ್ಕಿ,” ಮನುನ್ ಲೊಕಾ ಅಪ್ನಾಚ್ಯಾ ಮನಾತ್ನಿ ಯವ್ಜುಕ್ ಲಾಗಲ್ಲಿ.