Luke 3:18 — Compare Translations
7 translations compared side by side
Odia - 1840
"ଏହିଭଳି ଯୋହନ ଲୋକମାନଙ୍କୁ ସୁସମାଚାରର ଉପଦେଶ ଦେଉଥିଲେ ଏବଂ ଅନକେ ପ୍ରକାର ରେ ସାହାୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ଵାଦ ପ୍ରଚାର କରୁଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ବିଭିନ୍ନ ରୀତିରେ ଯୋହନ ଲୋକମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କଲେ ଓ ସେମାନଙ୍କ ଗୁଣ ଆଚରଣ ପରିବର୍ତ୍ତନ କରିବା ପାଇଁ ସେମାନଙ୍କୁ ଶିକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହିଭଳି ଯୋହନ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଉଥିଲେ ଏବଂ ଅନେକ ପ୍ରକାରେ ସାହାଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ದುಸ್ರ್ಯಾ-ದುಸ್ರ್ಯಾ ರಿತಿನ್ ಜುವಾಂವಾಕ್ ಲೊಕಾಕ್ನಿ ಬರಿ ಖಬರ್ ಸಾಂಗ್ಲ್ಯಾನ್, ಅನಿ ಲೊಕಾನಿ ತೆಂಚಿ ಮನಾ ಬದ್ಲಿ ಸಾರ್ಕೆ ಕರ್ಲ್ಯಾನ್.