Luke 3:19 — Compare Translations

7 translations compared side by side

Odia - 1840
"ସାମନ୍ତରାଜା ହରେୋଦ ନିଜ ଭାଇର ସ୍ତ୍ରୀ େ ହରୋଦିଆଙ୍କ ସହିତ ଅନୁଚିତ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତକେ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ଆପଣା କୃତ ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ଵାରା ଅନୁଯୋଗ ପ୍ରାପ୍ତ ହେବାରୁ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୋହନ ସାମନ୍ତ ରାଜା ହେରୋଦଙ୍କୁ ଅଧିକ ଦୃଢ଼ ଭାବରେ ଅନୁଯୋଗ କଲେ, କାରଣ ସେ ତାଙ୍କର ଭାଉଜ ହେରୋଦୀୟାଙ୍କୁ ବିବାହ କରିଥିଲେ ଏବଂ ଆହୁରି ଅନେକ ଅସତ୍ କାର୍ଯ୍ୟରେ ଲିପ୍ତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରେ ଯୋହନଙ୍କ କାର୍ଯ୍ୟ କିପରି ଶେଷ ହେଲା ସାମନ୍ତରାଜା ହେରୋଦ ନିଜ ଭାଇର ସ୍ତ୍ରୀ ହେରୋଦିଆଙ୍କ ସହିତ ଅନୁଚିତ୍ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତେକ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದ್ ಮನ್ತಲ್ಯಾ ಅದಿಕಾರ್‍ಯಾನ್ ಬುರ್ಶಿ-ಬುರ್ಶಿ ಕಾಮಾ ಕರಲ್ಲ್ಯಾನ್ ಅನಿ ಅಪ್ನಾಚ್ಯಾ ಭಾವಾಚ್ಯಾ ಬಾಯ್ಕೊಕ್ ಹೆರೊದಿಯಾಸಾಕ್ ನಗಿನ್ ಕರುನ್ ಘೆಟಲ್ಲ್ಯಾನ್, ತಸೆ ಮನುನ್ ಜುವಾಂವ್ ತೆಕಾ ಹಿ ತುಜಿ ಚುಕ್ ಮನುನ್ ಸಾಂಗುನ್ಗೆತ್ ರೈ.