Luke 3:2 — Compare Translations
7 translations compared side by side
Odia - 1840
"ହାନାନ ଓ କଯାଫା ମହାୟାଜକ ଥିଲେ। ସହେି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ବରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ଵରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ହାନନ୍ ଓ କେୟଫା ପ୍ରଧାନ ଯାଜକ ଥିଲେ। ସେହି ସମୟରେ ମରୁ ଅଞ୍ଚଳରେ ଜିଖରିୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ହାନାନ ଓ କୟାଫା ମହାଯାଜକ ଥିଲେ। ସେହି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ୱରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ୱରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನ್ನಾಸ್ ಅನಿ ಕಾಯಿಫಾಸ್ ಮನ್ತಲೆ ತನ್ನಾ ಮೊಟೆ ಯಾಜಕ್ ಹೊವ್ನ್ ಹೊತ್ತೆ. ಹ್ಯಾ ಎಳಾರ್ ಎಕ್ ಹಾಳ್ ಪಡಲ್ಲ್ಯಾ ಡಂಗ್ಳಿತ್ ಜೆಕರಿಯಾಚ್ಯಾ ಲೆಕಾಕ್, ಜುವಾಂವಾಕ್, ಎಕ್ ದೆವಾಚಿ ಗೊಸ್ಟ್ ಗಾವ್ಲಿ.