Luke 3:20 — Compare Translations
7 translations compared side by side
Odia - 1840
"ସହେିଭଳି ହରେୋଦ ଆଉ ଗୋଟିଏ ଖରାପ କାମ କଲେ। ସେ ଯୋହନଙ୍କୁ ବନ୍ଦୀଶାଳା ରେ ରଖିଲେ। ସେ ଯେତେ କୁକର୍ମ କରିଥିଲେ, ସେଥି ରେ ଏହି କୁକର୍ମଟି ୟୋଗ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାଙ୍କୁ କାରାରୁଦ୍ଧ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦ ଯୋହନଙ୍କୁ କାରାଗାରରେ ନିକ୍ଷେପ କରି ନିଜ ଦୁଷ୍କର୍ମର ମାତ୍ରା ବଢ଼ାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ହେରୋଦ ଆଉ ଗୋଟିଏ ଖରାପ କାମ କଲେ। ସେ ଯୋହନଙ୍କୁ ବନ୍ଦୀଶାଳାରେ ରଖିଲେ। ସେ ଯେତେ କୁକର୍ମ କରିଥିଲେ, ସେଥିରେ ଏହି କୁକର୍ମଟି ଯୋଗ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಕ್ ಬಂದಿಖಾನ್ಯಾತ್ ಘಾಲುನ್, ಹೆರೊದಾನ್ ಅನಿ ಎಕ್ ಬುರ್ಶೆ ಕಾಮ್ ಕರುನ್ ಘೆಟಲ್ಲ್ಯಾನ್.