Luke 3:21 — Compare Translations

7 translations compared side by side

Odia - 1840
"ଯୋହନ କାରାଗାର ରେ ବନ୍ଦୀ ହବୋ ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ବାରା ବାପ୍ତିଜିତ ହେଉଥିଲେ। ତା'ପରେ ଯୀଶୁ ମଧ୍ଯ ଆସିଲେ ଓ ତାହାଙ୍କ ଦ୍ବାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବାଳେ ଆକାଶ ଖାଲିଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଲୋକ ବାପ୍ତିଜିତ ହେଲା ଉତ୍ତାରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଉନ୍ମୁକ୍ତ ହେଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟ ସମସ୍ତେ ଜଳରେ ଦୀକ୍ଷିତ ହେବା ପରେ ଯୀଶୁ ମଧ୍ୟ ଜଳଦୀକ୍ଷା ଗ୍ରହଣ କଲେ। ସେହି ସମୟରେ ସେ ପ୍ରାର୍ଥନା କରୁଥିବା ବେଳେ ଆକାଶ ଉନ୍ମୁକ୍ତ ହେଲା
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଯୀଶୁଙ୍କୁ ବାପ୍ତିଜିତ କଲେ ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଉଥିଲେ। ତା’ପରେ ଯୀଶୁ ମଧ୍ୟ ଆସିଲେ ଓ ତାହାଙ୍କ ଦ୍ୱାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବେଳେ ଆକାଶ ଖୋଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾಕ್ನಿ ಬಾಲ್ತಿಮ್ ದಿವ್ನ್ ಹೊಲ್ಲ್ಯಾ ತನ್ನಾ ಜೆಜುನ್‍ಬಿ ಬಾಲ್ತಿಮ್ ಘೆಟ್ಲ್ಯಾನ್, ಜೆಜು ಮಾಗ್ನಿ ಕರ್‍ತಾನಾ ಮಳಬ್ ಉಗಡ್ಲೊ