Luke 3:22 — Compare Translations
7 translations compared side by side
Odia - 1840
"ପବିତ୍ର ଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦହେ ଧାରଣ କରିଥିଲେ। ଆକାଶବାଣୀ ହେଲା: ତୁମ୍ଭେ ମାରେ ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ଯନ୍ତ ସନ୍ତୁଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପବିତ୍ର ଆତ୍ମା ଦୈହିକଭାବେ କପୋତ ପରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ପବିତ୍ର ଆତ୍ମା ଏକ କପୋତ ରୂପରେ ତାଙ୍କ ଉପରେ ଅବତରଣ କଲେ। ସ୍ୱର୍ଗରୁ ଏହି ବାଣୀ ଉଚ୍ଚାରିତ ହେଲା, “ତୁମେ ମୋର ପ୍ରିୟ ପୁତ୍ର, ତୁମ ପ୍ରତି ମୁଁ ଅତୀବ ପ୍ରୀତ।”
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ରଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦେହ ଧାରଣ କରିଥିଲେ। ଆକାଶବାଣୀ ହେଲା: “ତୁମ୍ଭେ ମୋର ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ୟନ୍ତ ସନ୍ତୁଷ୍ଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪಾರಿವಾಳಾಚ್ಯಾ ರುಪಾರ್ ಪವಿತ್ರ್ ಆತ್ಮೊ ತೆಚ್ಯಾ ವರ್ತಿ ಉತ್ರುನ್ ಯೆಲೊ ಅನಿ “ತಿಯಾ ಮಾಜ್ಯಾ ಮನಾ ಸರ್ಕೊ ಮಾಜೊ ಅಪುರ್ಬಾಯೆಚೊ ಲೆಕ್” ಮನುನ್ ಸರ್ಗಾ ವೈನಾ ಎಕ್ ಧನ್ ಆಯ್ಕೊ ಯೆಲೊ.