Luke 3:6 — Compare Translations

7 translations compared side by side

Odia - 1840
"ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପରିତ୍ରାଣ ବିଷୟ ରେ ଜାଣିବେ।'ୟିଶାଇୟ 40:3-5"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ଵରଙ୍କ ପରିତ୍ରାଣ ଦେଖିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମଗ୍ର ମାନବ ଜାତି ଈଶ୍ୱରଙ୍କ ପରିତ୍ରାଣର ଯୋଜନା ଦେଖିବେ’।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପରିତ୍ରାଣ ବିଷୟରେ ଜାଣିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಸಗ್ಳಿ ಮಾನುಸ್ ಜಾತ್ ದೆವಾಚಿ ಸುಟ್ಕಾ ಬಗ್ತಾ: ಮನುನ್ ಲಿವಲ್ಲ್ಯಾ ಸರ್ಕೆ ಹೊಲೆ”.