Luke 3:7 — Compare Translations
7 translations compared side by side
Odia - 1840
"ଯୋହନଙ୍କ ନିକଟକୁ ବାପ୍ତିଜିତ ହବୋ ପାଇଁ ଲୋକମାନେ ଆସିଲେ। ଯୋହନ ସମାନଙ୍କେୁ କହିଲେ, ତୁମ୍ଭମାନେେ ବିଷଧର ସାପ ଭଳି। ପରମେଶ୍ବରଙ୍କ ଆସୁଥିବା ମହା କୋରଧରୁ ଖସି ପଳାଇବା ପାଇଁ କିଏ ତୁମ୍ଭମାନଙ୍କୁ ଚତାଇେ ଦଲୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେ ତାଙ୍କ ଦ୍ଵାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ବହୁସଂଖ୍ୟକ ଲୋକେ ଜଳଦୀକ୍ଷା ଗ୍ରହଣ କରିବା ପାଇଁ ଯୋହନଙ୍କ ନିକଟକୁ ଆସିଲେ। ଯୋହନ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଈଶ୍ୱରଙ୍କ ଆସନ୍ନ ଦଣ୍ଡରୁ ପଳାୟନ କରିବା ପାଇଁ କିଏ ତୁମ୍ଭମାନଙ୍କୁ ସତର୍କ କରାଇ ଦେଇଛି?
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କ ନିକଟକୁ ବାପ୍ତିଜିତ ହେବା ପାଇଁ ଲୋକମାନେ ଆସିଲେ। ଯୋହନ ସେମାନଙ୍କୁ କହିଲେ, “ତୁମ୍ଭେମାନେ ବିଷଧର ସାପ ଭଳି। ପରମେଶ୍ୱରଙ୍କ ଆସୁଥିବା ମହା କ୍ରୋଧରୁ ଖସି ପଳାଇବା ପାଇଁ କିଏ ତୁମ୍ଭମାନଙ୍କୁ ଚେତାଇ ଦେଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಂಡ್ಯಾನಿ ಲೊಕಾ ಜುವಾಂವಾಕ್ಡೆ ಯೆಲಿ, ಅನಿ ತೆನಿ ತೆಂಕಾ ಬಾಲ್ತಿಮ್ ದಿಲ್ಯಾನ್. ಜುವಾಂವಾಕ್ ತೆಂಕಾ “ತುಮಿ ಕುಸ್ಡ್ಯಾಸಾಪಾಚ್ಯಾ ಪಿಳ್ಗಿ ಸಾರ್ಕೆ ಹಾಸಿ! ದೆವಾನ್ ದಿತಲ್ಯಾ ಶಿಕ್ಷಾತ್ನಾ ಚುಕ್ವುನ್ ಘೆವ್ಕ್ ಹೊತಾ, ಮನುನ್ ತುಮ್ಕಾ ಕೊನ್ ಉಶಾರ್ಕಿ ದಿಲಿ?”