Luke 3:9 — Compare Translations

7 translations compared side by side

Odia - 1840
"ଗଛ ମୂଳ ରେ କୁରାଢି ରଖାଯାଇ ସାରିଲାଣି ଏବଂ ଯେଉଁ ଗଛ ଭଲ ଫଳ ଦଇପୋରୁନାହିଁ, ସହେି ପ୍ରେତ୍ୟକକ ଗଛକୁ କାଟିଦିଆୟିବ ଏବଂ ନିଆଁ ରେ ଫିଙ୍ଗି ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏବେ ସୁଦ୍ଧା ଗଛଗୁଡ଼ିକ ମୂଳରେ କୁହ୍ରାଡ଼ି ଲାଗିଅଛି; ଅତଏବ, ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବୃକ୍ଷଗୁଡ଼ିକୁ ମୂଳରୁ କାଟି ପକାଇବା ପାଇଁ କୁରାଢ଼ୀ ପ୍ରସ୍ତୁତ; ଉତ୍ତମ ଫଳ ଉତ୍ପନ୍ନ କରୁ ନ ଥିବା ପ୍ରତ୍ୟେକ ବୃକ୍ଷ କଟାଯାଇ ଅଗ୍ନିରେ ନିକ୍ଷେପ କରାଯିବ।”
Odia Bible ERV 2004 (ପବିତ୍ର ବାଇବଲ)
ଗଛ ମୂଳରେ କୁହ୍ରାଡ଼ି ରଖାଯାଇ ସାରିଲାଣି ଏବଂ ଯେଉଁ ଗଛ ଭଲ ଫଳ ଦେଇପାରୁ ନାହିଁ, ସେହି ପ୍ରତ୍ୟେକ ଗଛକୁ କାଟି ଦିଆଯିବ ଏବଂ ନିଆଁରେ ଫିଙ୍ଗି ଦିଆଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಾಡಾ ಮುಳಾತ್ನಾಚ್ ತೊಡುಕ್ ಮನುನ್ ಕುರಾಡ್ ತಯಾರ್ ಕರುನ್ ಥವ್ನ್ ಹೊಲ್ಲಿ ಹಾಯ್,ಬರಿ ಫಳಾ ದಿ ನಸಲ್ಲಿ ಸಗ್ಳಿ ಝಾಡಾ ತೊಡುನ್ ಆಗಿತ್ ಟಾಕುನ್ ಹೊತ್ಯಾತ್, ಮಟ್ಲ್ಯಾನ್.