Luke 4:1 — Compare Translations

7 translations compared side by side

Odia - 1840
"ଯୀଶୁ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ୟର୍ଦ୍ଦନ ନଦୀରୁ ବାହୁଡି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢାଇ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନରୁ ବାହୁଡ଼ିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ଵାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ କର୍ତ୍ତୃକ ପରୀକ୍ଷିତ ହେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନରୁ ଫେରିଲେ ଓ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ମରୁ ଅଞ୍ଚଳକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ଦ୍ୱାରା ଯୀଶୁଙ୍କ ପରୀକ୍ଷା ଯୀଶୁ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ବାହୁଡ଼ି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢ଼ାଇ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಪವಿತ್ರ್ ಆತ್ಮ್ಯಾನ್ ಭರುನ್ ಜೊರ್ದಾನ್ ನ್ಹಯಿಕ್ನಾ ಪರ್‍ತುನ್ ಯೆಲೊ,ಅನಿ ಪವಿತ್ರ್ ಆತ್ಮ್ಯಾನ್ ಜೆಜುಕ್ ಹಾಳ್ ಜಾಗ್ಯಾಕ್ ಘೆವ್ನ್ ಗೆಲ್ಯಾನ್.