Luke 4:10 — Compare Translations
7 translations compared side by side
Odia - 1840
"ଶାସ୍ତ୍ର ରେ ଲଖାେଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଧର୍ମଶାସ୍ତ୍ରରେ ଲେଖାଅଛି, ‘ଈଶ୍ୱର ତୁମର ଯତ୍ନ ନେବା ପାଇଁ ସ୍ୱର୍ଗଦୂତମାନଙ୍କୁ ଆଦେଶ ଦେବେ।’
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରରେ ଲେଖାଅଛି: ‘ପରମେଶ୍ୱର ତାହାଙ୍କର ଦୂତମାନଙ୍କୁ ତୁମ୍ଭର ଯତ୍ନ ନେବା ପାଇଁ ଆଜ୍ଞା ଦେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
Odia IRV 2017 (ଓଡିଆ ବାଇବେଲ)
କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ “ತುಕಾ ರಾಕನ್ ಕರುಕ್ ದೆವ್ ಅಪ್ನಾಚ್ಯಾ ದುತಾಕ್ನಿ ಹುಕುಮ್ ದಿತಾ, ಮನುನ್ ಲಿವಲ್ಲೆ ಹಾಯ್”