Luke 4:12 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ଶାସ୍ତ୍ର ରେ ଏ କଥା ମଧ୍ଯ ଲଖାେଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଉକ୍ତ ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମର ପ୍ରଭୁ ଈଶ୍ୱରଙ୍କୁ ପରୀକ୍ଷା କର ନାହିଁ’।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଶାସ୍ତ୍ରରେ ଏ କଥା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ପରମେଶ୍ୱରଙ୍କୁ କେବେ ହେଲେ ପରୀକ୍ଷା କରିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆಕಾ “ಖಾಯ್ದ್ಯಾಂಚ್ಯಾ ಪುಸ್ತಕಾತ್” “ದೆವಾಚಿ ತುಜ್ಯಾ ಸರ್ವೆಸ್ವರಾಚಿ ಪರಿಕ್ಷಾ ಕರುನಕೊ ಮನುನ್ಬಿ ಸಾಂಗ್ತಾ” ಮನುನ್ ಜಬಾಬ್ ದಿಲ್ಯಾನ್.