Luke 4:13 — Compare Translations

7 translations compared side by side

Odia - 1840
"ଶୟତାନ ଯୀଶୁଙ୍କର ସବୁ ପ୍ରକାର ପରୀକ୍ଷା ନଇେ ସାରିଲା। ଆଉ ଟିକିଏ ଭଲ ସୁଯୋଗ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରିବାକୁ ସେ ଯୀଶୁଙ୍କୁ ଛାଡି ଚାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୟତାନ ସମସ୍ତ ପ୍ରକାର ପରୀକ୍ଷା ସମାପ୍ତ କଲା ଉତ୍ତାରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୟତାନ ବିଭିନ୍ନ ଉପାୟରେ ଯୀଶୁଙ୍କୁ ପ୍ରଲୋଭନ ଦେଖାଇବା ପରେ କିଛି ସମୟ ପାଇଁ ତାଙ୍କୁ ଛାଡ଼ି ଚାଲିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ଯୀଶୁଙ୍କର ସବୁ ପ୍ରକାର ପରୀକ୍ଷା ନେଇ ସାରିଲା। ଆଉ ଟିକିଏ ଭଲ ସୁଯୋଗ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା।
Odia IRV 2017 (ଓଡିଆ ବାଇବେଲ)
ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಿರೊ ಸಗ್ಳ್ಯಾ ರಿತಿನ್ ಜೆಜುಕ್ ಪಾಪ್ ಕರಿ ಸರ್ಕೆ ಕರುಕ್ ಖಟ್ಪಟ್ ಕರುನ್ ಹೊಲ್ಲ್ಯಾ ತನ್ನಾ ಸೈತಾನ್ ಉಲ್ಲೊ ಎಳ್ ಜೆಜುಕ್ ಸೊಡುನ್ ಗೆಲೊ.