Luke 4:14 — Compare Translations

7 translations compared side by side

Odia - 1840
"ପବିତ୍ର ଆତ୍ମାଙ୍କ ଦ୍ବାରା ଶକ୍ତି ପାଇ ଯୀଶୁ ଗାଲିଲୀକୁ ଫରେିଗଲେ। ଗାଲିଲୀର ଚାରିଆଡେ ଯୀଶୁଙ୍କ ବିଷୟ ରେ ଖବର ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକି ବାହୁଡ଼ିଗଲେ, ଆଉ ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ତାହାଙ୍କର ଖ୍ୟାତି ବ୍ୟାପିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ପୂର୍ଣ୍ଣହୋଇ ଗାଲିଲୀକୁ ଫେରିଗଲେ। ସେ ସମସ୍ତ ଅଞ୍ଚଳରେ ତାଙ୍କ ବିଷୟରେ ସମ୍ବାଦ ବ୍ୟାପିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ଯୀଶୁଙ୍କ ଉପଦେଶ ପବିତ୍ରଆତ୍ମାଙ୍କ ଦ୍ୱାରା ଶକ୍ତି ପାଇ ଯୀଶୁ ଗାଲିଲୀକୁ ଫେରିଗଲେ। ଗାଲିଲୀର ଗ୍ଭରିଆଡ଼େ ଯୀଶୁଙ୍କ ବିଷୟରେ ଖବର ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಪರ್ತುನ್ ಗಾಲಿಲಿಯಾಕ್ ಯೆಲೊ ಅನಿ ಪವಿತ್ರ್ ಆತ್ಮ್ಯಾಚೊ ಬಳ್ ತೆಚ್ಯಾ ವಾಂಗ್ಡಾ ಹೊತ್ತೊ, ತೆಚ್ಯಾ ವಿಶಯಾತ್ಲಿ ಖಬರ್, ಗಾಲಿಲಿಯಾಚ್ಯಾ ಸಗ್ಳ್ಯಾಕ್ಡೆ ಫರ್ಗಟ್ಲಿ.