Luke 4:15 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେର ସମାଜଗୃହମାନଙ୍କ ରେ ଉପଦେଶ ଦବୋ ଆରମ୍ଭ କଲେ। ସମସ୍ତେ ତାହାଙ୍କର ପ୍ରଶଂସା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କର ସମାଜଗୃହସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମାଜ ଗୃହମାନଙ୍କରେ ଶିକ୍ଷା ଦେଲେ ଓ ସମସ୍ତଙ୍କ ଦ୍ୱାରା ପ୍ରଶଂସିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କର ସମାଜଗୃହମାନଙ୍କରେ ଉପଦେଶ ଦେବା ଆରମ୍ଭ କଲେ। ସମସ୍ତେ ତାହାଙ୍କର ପ୍ରଶଂସା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಿನಾಗೊಗಾತ್ನಿ ಶಿಕ್ವುಲ್ಯಾನ್, ಅನಿ ಸಗ್ಳ್ಯಾನಿಕ್ನಾ ಶಬಾಸ್ಕಿ ಮನುನ್ ಘೆಟ್ಲ್ಯಾನ್.