Luke 4:17 — Compare Translations
7 translations compared side by side
Odia - 1840
"ଭବିଷ୍ଯଦ୍ବକ୍ତା ୟିଶାୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖାଲିେ ଯେଉଁ ଜାଗା ରେ ଏହା ଲଖାେଥିଲା, ତାହା ପାଇଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ର ପାଠ କରିବା ନିମନ୍ତେ ତାଙ୍କୁ ଭାବବାଦୀ ଯିଶାଇୟଙ୍କ ପୁସ୍ତକ ଦିଆଗଲା। ସେ ଉକ୍ତ ପୁସ୍ତକ ଫିଟାଇ ଏହି ଅଂଶଟି ପାଠ କଲେ:
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖୋଲି ଯେଉଁ ଜାଗାରେ ଏହା ଲେଖାଥିଲା, ତାହା ପାଇଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯିଶାଈୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾಯಿಯಾ ಪ್ರವಾದ್ಯಾಚೆ ಪುಸ್ತಕ್ ತೆಕಾ ದಿಲ್ಯಾನಿ, ತೆನಿ ತೆ ಉಗಡ್ಲ್ಯಾನ್, ತನ್ನಾ ತೆಕಾ ಅಶೆ ಮನುನ್ ಲಿವಲ್ಲೆ ವಾಚುಕ್ ಗಾವ್ಲೆ, ತೆ ಕಾಯ್ ಮಟ್ಲ್ಯಾರ್,