Luke 4:18 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ, ପୁଣି ଉପଦ୍ରବପ୍ରାପ୍ତ ଲୋକମାନଙ୍କୁ ମୁକ୍ତ କରିବାକୁ,
Odia BSI (ପବିତ୍ର ବାଇବଲ (CL) NT (BSI))
“ପ୍ରଭୁଙ୍କ ଆତ୍ମା ମୋ’ ଉପରେ ଅଧିଷ୍ଠିତ, କାରଣ ଦରିଦ୍ରମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ସେ ମୋତେ ମନୋନୀତ କରିଛନ୍ତି। ବନ୍ଦୀମାନଙ୍କ ନିକଟରେ ସେମାନଙ୍କ ମୁକ୍ତି ଘୋଷଣା କରିବା, ଅନ୍ଧକାମନଙ୍କୁ ଦୃଷ୍ଟିାକ୍ତି ଦାନ କରିବା, ନିର୍ଯ୍ୟାତିତମାନଙ୍କୁ ଉଦ୍ଧାର କରିବା
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରଭୁଙ୍କ ଆତ୍ମା ମୋ’ଠାରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ପରମେଶ୍ୱର ମୋତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହୋଇ ପାରିଛନ୍ତି, ଏହା ସେମାନଙ୍କୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖି ପାରିବେ ବୋଲି ସେମାନଙ୍କୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦେବାକୁ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮೊ ಮಾಜೆ ವರ್ತಿ ಹಾಯ್ ಕಶ್ಯಾಕ್ ಮಟ್ಲ್ಯಾರ್ ಗರಿಬಾಕ್ನಿ ಬರಿ ಖಬರ್ ಹಾನುಕ್ ಮನುನ್, ತೆನಿ ಮಾಕಾ ಎಚುನ್ ಕಾಡ್ಲ್ಯಾನಾಯ್. ಗುಲಾಮ್ಗಿರಿತ್ ಹೊತ್ತ್ಯಾಕ್ನಿ ಸುಟ್ಕಾ ಯೆಲಾ, ಅನಿ ಕುಡ್ಡಾಕ್ನಿ ದಿಸ್ಟ್ ಯೆಲಾ ಮನುನ್ ಸಾಂಗುಕ್ ತೆನಿ ಮಾಕಾ ಧಾಡುನ್ ದಿಲ್ಯಾನಾಯ್. ಅಡ್ಚನಿತ್ ಹೊತ್ತ್ಯಾಕ್ನಿ ಸುಟ್ಕಾ ದಿತಲೊ.