Luke 4:19 — Compare Translations

7 translations compared side by side

Odia - 1840
"ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘାଷେଣା କରିବାକୁ ପ୍ରଭୁ ମାେତେ ପଠାଇଛନ୍ତି। ୟିଶାଇୟ 61:1-2"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ପ୍ରଭୁ ତାଙ୍କ ଲୋକମାନଙ୍କୁ ରକ୍ଷା କରିବାର ସମୟ ଯେ ଉପସ୍ଥିତ, ଏହା ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೆವ್ ಅಪ್ನಾಚ್ಯಾ ಲೊಕಾಕ್ನಿ ರಾಕನ್ ಕರ್‍ತಲೊ, ಎಳ್ ಯೆವ್ನ್ ಪಾವ್ಲಾ ಮನುನ್ ಸಗ್ಳ್ಯಾಕ್ನಿ ಸಾಂಗುಕ್ ತೆನಿ ಮಾಕಾ ಧಾಡುನ್ ದಿಲ್ಯಾನಾಯ್‍.