Luke 4:2 — Compare Translations

7 translations compared side by side

Odia - 1840
"ସଠାେରେ ଶୟତାନ ଚାଳିଶ ଦିନ ପର୍ୟ୍ଯନ୍ତ ତାହାଙ୍କର ପରୀକ୍ଷା ନଲୋ। ସହେି ଦିନମାନଙ୍କ ରେ ଯୀଶୁ କିଛି ନଖାଇ ନପିଇ ରହିଲେ। ସହେି ଦିନତକ ସରିୟିବା ପରେ ଯୀଶୁଙ୍କୁ ବଡ ଭୋକ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିସମସ୍ତ ଦିନ ସେ କିଛି ଭୋଜନ କଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ସେ ଶୟତାନ ଦ୍ୱାରା ଚାଳିଶ ଦିନ ପର୍ଯ୍ୟନ୍ତ ପରୀକ୍ଷିତ ହେଲେ। ସେହି ସମୟ ଭିତରେ ସେ କିଛି ଭୋଜନ କରି ନ ଥିଲେ, ତେଣୁ ଚାଳିଶ ଦିନ ଅତିବାହିତ ହେବା ପରେ ସେ କ୍ଷୁଧିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଶୟତାନ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ତାହାଙ୍କର ପରୀକ୍ଷା ନେଲା। ସେହି ଦିନମାନଙ୍କରେ ଯୀଶୁ କିଛି ନ ଖାଇ ନ ପିଇ ରହିଲେ। ସେହି ଦିନତକ ସରିଯିବା ପରେ ଯୀଶୁଙ୍କୁ ବଡ଼ ଭୋକ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହି ସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಚಾಳಿಸ್ ದಿಸಾ ಗಿರೊ ಜೆಜುಕ್ ಪಾಪ್ ಕರಿ ಸರ್ಕೆ ಕರುಕ್‍ ಬಗಟ್ಲ್ಯಾನ್.ತ್ಯಾ ಚಾಳಿಸ್ ದಿಸಾತ್ನಿ ಜೆಜುನ್ ಪೊಟಾಕ್ ಕಾಯ್ಬಿ ಖಯ್‍ನಸಲ್ಲ್ಯಾನ್ ಚಾಳಿಸ್ ದಿಸಾ ಸರಲ್ಲ್ಯಾ ತನ್ನಾ ತೆಕಾ ಲೈ ಭುಕ್‍ಲಾಗಲ್ಲಿ.