Luke 4:20 — Compare Translations
7 translations compared side by side
Odia - 1840
"ଯୀଶୁ ପୁସ୍ତକ ବନ୍ଦ କରି ସବେକଙ୍କୁ ଫରୋଇ ଦେଲେ। ତାପରେ ସେ ବସି ପଡିଲେ। ସମାଜଗୃହ ରେ ଥିବା ପ୍ରେତ୍ୟକକ ଲୋକର ଲକ୍ଷ୍ଯ ତାହାଙ୍କ ଉପରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ପୁସ୍ତକ ବନ୍ଦ କରି ପରିଚାରକକୁ ତାହା ଫେରାଇ ଦେଇ ଉପବେଶନ କଲେ, ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁସ୍ତକ ବନ୍ଦ କରି ପରିଚାରକକୁ ଫେରାଇ ଦେଇ ଉପବେଶନ କଲେ। ସମାଜ ଗୃହରେ ଥିବା ସମସ୍ତଙ୍କ ଦୃଷ୍ଟି ତାଙ୍କ ଉପରେ ନିବଦ୍ଧ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୁସ୍ତକ ବନ୍ଦ କରି ସେବକଙ୍କୁ ଫେରାଇଦେଲେ। ତା’ପରେ ସେ ବସି ପଡ଼ିଲେ। ସମାଜଗୃହରେ ଥିବା ପ୍ରତ୍ୟେକ ଲୋକର ଲକ୍ଷ୍ୟ ତାହାଙ୍କ ଉପରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକକୁ ତାହା ଫେରାଇଦେଇ ବସିଲେ । ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಪುಸ್ತಕ್ ಧಾಪ್ಲ್ಯಾನ್ ಅನಿ ಸಿನಾಗೊಗಾಚ್ಯಾ ಸೆವಕಾಚ್ಯಾ ಹಾತಿತ್ ದಿಲ್ಯಾನ್, ಅನಿ ಬಸ್ಲೊ ಸಿನಾಗೊಗಾತ್ ಹೊತ್ತ್ಯಾ ಸಗ್ಳ್ಯಾ ಲೊಕಾಂಚೆ ಡೊಳೆ ಜೆಜು ವರ್ತಿಚ್ ಹೊತ್ತೆ.