Luke 4:21 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲା, ତାହା ତୁମ୍ଭମାନେେ ଶୁଣିଲା ବେଳେ ଶାସ୍ତ୍ର ରେ ଏହି ବାକ୍ଯ ଏବେ ସଫଳ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ସଫଳ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ସେ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ରରେ ଏହି ଯେଉଁ ଅଂଶ ଶୁଣିଲ, ତାହା ଆଜି ସଫଳ ହେଲା।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲି, ତାହା ତୁମ୍ଭେମାନେ ଶୁଣିଲା ବେଳେ ଶାସ୍ତ୍ରରେ ଏହି ବାକ୍ୟ ଏବେ ସଫଳ ହେଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ “ಮಿಯಾ ವಾಚ್ವುತಾನಾ ತುಮಿ ಆಯ್ಕಲ್ಲಿ ಹಿ ಗೊಸ್ಟಿಯಾ ಆಜ್ ಖರೆ ಹೊಲೆ” ಮನುನ್ ಸಾಂಗ್ಲ್ಯಾನ್.