Luke 4:22 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ଯ ବାହାରି ଆସୁଥିଲା, ସେଥି ରେ ସମସ୍ତେ ବିସ୍ମିତ ହାଇେ ଯାଉଥିଲେ। ସମାନେେ କହୁଥିଲେ, ଏ କ'ଣ ୟୋ ସଫଙ୍କେ ପୁଅ ନୁହେଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମସ୍ତେ ତାହାଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରେ ସମସ୍ତେ ଚମକ୍ରୃତ ହେଲେ ଓ ତାଙ୍କର ଓଜସ୍ୱିନୀ କଥାରେ ଅଭିଭୂତ ହୋଇ କହିଲେ, “ଏ କ’ଣ ଯୋସେଫର ପୁଅ ନୁହେଁ?”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ୟ ବାହାରି ଆସୁଥିଲା, ସେଥିରେ ସମସ୍ତେ ବିସ୍ମିତ ହୋଇ ଯାଉଥିଲେ। ସେମାନେ କହୁଥିଲେ, “ଏ କ’ଣ ଯୋଷେଫଙ୍କ ପୁଅ ନୁହେଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କ'ଣ ଯୋଷେଫର ପୁତ୍ର ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಸಗ್ಳ್ಯಾಕ್ನಿ ಹೆ ಲೈ ಬರೆ ದಿಸ್ಲೆ, ಅನಿ ಎವ್ಡ್ಯಾ ಬುದ್ವಂತ್ಕಿನ್ ಬೊಲಲ್ಲ್ಯಾ ಬರ್ಯಾ ಗೊಸ್ಟಿಯಾ ಆಯ್ಕುನ್, ತೆನಿ ಅಜಾಪ್ ಹೊಲೆ. ತನ್ನಾ ತೆನಿ “ಹ್ಯೊ ಜುಜೆಚೊ ಲೆಕ್ ನ್ಹಯ್?” ಮಟ್ಲ್ಯಾನಿ.